• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Leo

ସିଂହ

Wednesday 25 Oct 2023

ମଘା- ନାନା ଚିନ୍ତାରେ ମାନସିକ ଅସ୍ଥିରତା ବଢିପାରେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ । ଶତୃମାନଙ୍କର କ୍ରୋନ୍ତରୁ ଅଳ୍ପକେ ରକ୍ଷା ପାଇବେ । 
ପୂ- ଫାଲ୍‌ଗୁନୀ- ମାନ ମର‌୍ୟ୍ୟଦାରେ ଅଭିବୃଦ୍ଧି ଘଟିବ । ସୂର୍ଣ୍ଣଳଙ୍କାର କିଣି ଖୁସି ଅନୁଭବ କରିପାରନ୍ତି ।  ଆପଣଙ୍କ ବିଚାରକୁ ସକାରତ୍ମକ ରଖନ୍ତୁ । ମହିଳା ମାନେ ବନ୍ଧୁପରିଜନକ ସହ ସମୟ ବିତାଇବେ ।
ଉ- ଫାଲ୍‌ଗୁନୀ- ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ । କୈାଣସି କାର‌୍ୟ୍ୟରେ ସଫଳତାରେ ବିଘ୍ନ ଆସିପାରେ । ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । 

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ
 

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :