• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Libra

ତୁଳା

Wednesday 25 Oct 2023

ଚିତ୍ରା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ ।  ଆଧ୍ୟାତ୍ମିକ ଆଲୋଚନାରେ ସମୟ ବିତାଇବେ । ନିଜର ଦୋଷ ତୃଟି ସ୍ୱକାର କରିବେ ।
ସ୍ୱାତୀ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ  ।  ଭଗବାନ୍କୁ ଆରଧନା ଦ୍ୱାରା ମନସ୍କାମନା ପୂରଣ ହେବ । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ
ବିଶାଖା- ସକାରତ୍ମକ ବିଚାର କ୍ୟାରିୟରକୁ ନୂଆ ଦିଶା ଦେବ ।  ଖେଳକୁଦରେ ମନ ଦେବେ । ଫିଲ୍ମି ଉଦ୍ୟୋଗି କ୍ଷେତ୍ରରେ ଥିବା ଲୋକଙ୍କୁ ଭଲ ସୁଯୋଗ ମିଳିବ

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :