• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Scorpio

ବିଛା

Wednesday 25 Oct 2023

ବିଶାଖା- ବ୍ୟବସାୟରେ ନୂଆ ପ୍ରସ୍ତାବ ଉପରେ ବିଚାର କରିବେ । କୈାଣସି ନୂତନ ଯାନ, ବାହନ କିଣି ପାରନ୍ତି । କର୍ମ କ୍ଷେତ୍ରରେ ଅବହେଳା ପ୍ରଦର୍ଶନ କରିବେ । ବିରୋଧୀ ମାନଙ୍କ ସହ ଦୃଢ ମୁକାବିଲା କରିବେ 
ଅନୁରାଧା- କୈାଣସି  କଥାକୁ ନେଇ ମତାନ୍ତର ଦେଖାଦେଇ ପାରେ । ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ସରକାରୀ କାମରେ ସଫଳତା ପାଇବେ
ଜ୍ୟୋଷ୍ଠା- ବହୁ ଦିନରୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟା ସମାଧାନ ହୋଇଯିବ । ମନସ୍ଥାପରେ ସମୟ କଟାଇବେ ଓ ବିରକ୍ତି ଭାବ ପ୍ରକାଶ କରିବେ । ଅନ୍ୟର ସାହାର‌୍ୟ୍ୟରେ ଅଟକି ରହିଥିବା କାମକୁ ସପୂର୍ଣ୍ଣ କରିବେ ।

ପ୍ରତିକାର – ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ
 

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :