• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Sagittarius

ଧନୁ

Wednesday 25 Oct 2023

ମୂଳା- ନୂତନ ଭାବରେ ଆରମ୍ଭ କରୁଥିବା କାର‌୍ୟ୍ୟରେ ବ୍ୟସ୍ତ ରହିବେ । ଅପେକ୍ଷା କରୁଥିବା ବନ୍ଧୁଙ୍କୁ ନପାଇ ବ୍ୟସ୍ତ ହୋଇ ପଡିବେ । ସମୟ ଏପରି ହେବ ଯେ ଦୁଇ ପଇସା ଜାଗା ଛ ପଇସା ଖର୍ଚ୍ଚ କରିବାକୁ ପଡିବ
ପୂ, ଷାଢା- ସାମାଜିକ କ୍ଷେତ୍ରରେ ଯଶ ବଢିବ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତା ହୁଅନ୍ତୁ । ଛାତ୍ରଛାତ୍ରୀ ମାନେ ଅଧିକ ପରିଶ୍ରମ କରିଲେ ମଧ୍ୟ , ମଧ୍ୟମ ଧରଣର ଫଳ ପାଇବେ 
ଉ,  ଷାଢା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ପୂର୍ବ କଥାକୁ ନେଇ ମନସ୍ତାପରେ ରହିପାରନ୍ତି । ନିଜ ଜିନିଷ କେଉଁଠି ରଖି  ପାସୋରି ଯିବେ

ପ୍ରତିକାର – ଶ୍ରୀ ରାମଙ୍କ  ରକ୍ଷକ ସ୍ତୋତ୍ର ପାଠ କରନ୍ତୁ
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :