• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2023: କର୍ମକ୍ଷେତ୍ରରେ ସଫଳତା ପାଇଁ ପରାମର୍ଶ ମିଳିବ, ବ୍ୟବସାୟରେ ଧନ ଲାଭର ସୁଯୋଗ ଆସିବ...

ସୈାର  ତୁଳା ମାସ  ଆଶ୍ୱିନ ଶୁକ୍ଳପକ୍ଷ। ଇଂରାଜୀରେ ୨୫  ତାରିଖ, ବୁଧବାର ଚନ୍ଦ୍ର- କୁମ୍ଭ ଅହୋରାତ୍ର ତିଥି – ୧୧ଶୀ ଦିବା ୧୨.୩୨ ଗତେ ୧୨ଶୀ ଘାତ ଚନ୍ଦ୍ର-  ମିଥୁନ ଓ ମୀନ ରାଶିର ଅହୋରାତ୍ରଘାତ ବାର –  କର୍କଟ ରାଶିର ପୁଷ୍କର ଦୋଷ – ଦିବା ୧୨.୩୨ ଗତେ ୧ ପାଦ - ପଶୁସମ୍ପଦ ନାଶ – ଅନ୍ନ ଦାନ ଦିବା ୦୧.୨୯ ଗତେ ୨ ପାଦ - ପଶୁ ଓ ବଂଶ ହାନି - ଅନ୍ନ ଓ ତିଳକାଞ୍ଚନ ଦାନ

Capricorn

ମକର

Wednesday 25 Oct 2023

ଉ, ଷାଢା- ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ  
ଶ୍ରବଣା- ରାଜନୀତିରେ ଆର୍ଥିକ ଲାଭ ହୋଇପାରେ । ସତ୍ସଙ୍ଗ ଓ ଦେବତା ଦର୍ଶନରେ ମନ ନିବେଶ କରିବେ । କର୍ମକ୍ଷେତ୍ରରେ ଗୁରୁଦାୟିତ୍ୱ ବହନ କରି ବ୍ୟସ୍ତ ବିବ୍ରତ ହୋଇ ପଡିବେ ।
ଧନିଷ୍ଠା- ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।  

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ
 

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :