• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କଳା କ୍ଷେତ୍ରରେ ସଫଳତା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୩.୨୩ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Friday 25 Oct 2024

ମଘା- ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ ସମୟ କଟାଇପାରନ୍ତି। ବ୍ୟବସାୟ ଓ ପରିବହନରେ ଅବଶ୍ୟ ବିଶେଷ କିଛି ଅସୁବିଧା ହେବନାହିଁ । ପାରିବାରିକ ସମସ୍ୟାକୁ ସମ୍ପର୍କୀୟଙ୍କ ସହାୟତାରେ ସୁଧାରିନେବେ।

ପୂ,ଫାଲଗୁନି- କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ସଭାସମିତିରେ ସୁନାମ ମିଳିବ। ଚାକିରିରେ ସ୍ଥାନନାଶ ଯୋଗ ରହଛି । ଛାତ୍ର ଛାତ୍ରୀ ମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ

ଉ,ଫାଲଗୁନି- ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦର ଆଶଙ୍କା ରହିଛି। ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ । କୌଣସି ଏକ ସାଧାରଣ କଥା ନେଇ ପରିବହନ କ୍ଷେତ୍ରରେ ଅସୁବିଧାରେ ପଡ଼ିପାରନ୍ତି।

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :