• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କଳା କ୍ଷେତ୍ରରେ ସଫଳତା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୩.୨୩ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି

Virgo

କନ୍ୟା

Friday 25 Oct 2024

ଉ,ଫଳଗୁନି- ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି ।

ହସ୍ତା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଶଂସିତ ହେବେ ।

ଚିତ୍ରା- ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କିଛି ନୂତନ ଗୃହ, ଉପଯୋଗି ଭୂମି କ୍ରୟ କରିପାରନ୍ତି । ଜୀବନରେ ନୂଆ ସଂକେତ ମିଳିପାରେ ।

ପ୍ରତିକାର - ବୁଧାଙ୍କ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :