• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କଳା କ୍ଷେତ୍ରରେ ସଫଳତା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୩.୨୩ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Friday 25 Oct 2024

ଚିତ୍ରା- କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ । କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ

ସ୍ୱାତୀ- ମୂଲ୍ୟବାନ୍ ଜିନିଷ କ୍ରୟକରିବା ସକାଶେ ହଠାତ୍ ମୋଟା ଅଙ୍କର ଆବଶ୍ୟକତା ପଡ଼ିପାରେ। ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ

ବିଶାଖା- ନିର୍ମାଣମୂଳକ କାର‌୍ୟ୍ୟ ସୁବିଧାରେ ହାସଲ କରିବା ପାଇଁ କଷ୍ଟକର ହୋଇପଡ଼ିବ । ଫିଲ୍ମ ଉଦ୍ୟୋଗି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଭଲ ସୁଯୋଗ ମିଳିବ । ନୂତନ ଘର କିଣିବା ପାଇଁ ସୁଯୋଗ ଆସିବ ।

ପ୍ରତିକାର – ଗୋମାତାଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :