• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କଳା କ୍ଷେତ୍ରରେ ସଫଳତା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୩.୨୩ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Friday 25 Oct 2024

ବିଶାଖା- କର୍ମ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ ସାଂସାରିକ କ୍ଷେତ୍ରରେ ଭୁଲ ବୁଝାମଣା ଦେଖାଦେବ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ଅନୁରାଧା- ଛାତ୍ରଛାତ୍ରି ମାନେ ଶିକ୍ଷାକ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ । ମହିଳା ମାନେ ମାନସିକ ଶାନ୍ତି ପାଇବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ଜ୍ୟେଷ୍ଠା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :