• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କଳା କ୍ଷେତ୍ରରେ ସଫଳତା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୩.୨୩ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Friday 25 Oct 2024

ମୂଳା- ପିଲା ଦିନର ବନ୍ଧୁଙ୍କ ସହିତ ଭେଟ ହୋଇପାରେ । କାର‌୍ୟ୍ୟବ୍ୟସ୍ତ ଯୋଗୁ ମଜା ମଉଜ କରିବାକୁ ଅବସର ପାଇବେ ନାହିଁ । ଲୁଗା ବ୍ୟବସାୟରେ ଲାଭବାନ୍ ହୋଇପାରନ୍ତି ।

ପୂ,ଷାଢା- ସତ କହିବା କାରଣରୁ ନିଜ ଲୋକମାନେ ଦୂରେଇ ଯାଉଥିବା ଲକ୍ଷ୍ୟକରିବେ। ସଭାସମିତି, ପରିବହନ, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ । ବିଦ୍ୟାର୍ଥୀ ମାନେ ପ୍ରତିଯୋଗିତା ପରିକ୍ଷାରେ ଭଲ କରିବେ ।

ଉ,ଷାଢା- ଭାତୃ ସଂପର୍କରେ ଉନ୍ନତି ଘଟିବ । ଦୋଷ ନଥାଇ ମଧ୍ୟ କୋର୍ଟର ଦ୍ୱରସ୍ଥ ହେବାକୁ ପଡିପାରେ । ମହିଳା ମାନେ ଶାନ୍ତ ସୋଭାବ ଦେଖାଇବେ

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :