• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କୁ କଳା କ୍ଷେତ୍ରରେ ସଫଳତା ମିଳିବ

ସୌର ତୁଳା ମାସ କାର୍ତ୍ତିକ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଶୁକ୍ରବାର । ଚନ୍ଦ୍ର- କର୍କଟ ଅହୋରାତ୍ର ,ତିଥି- ୯ମୀ ରାତ୍ରି ୦୩.୨୩ ଗତେ ୧୦ମୀ,ଘାତଚନ୍ଦ୍ର- ନାସ୍ତି ଘାତବାର- ବିଛା , ଧନୁ ଓ ମୀନ ରାଶିର,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Friday 25 Oct 2024

ଉ,ଷାଢା- ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ଔଷଧ ସମ୍ବନ୍ଧୀୟ ବ୍ୟବସାୟରେ ଅନେକ ସଫଳତା ପାଇବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ

ଶ୍ରବଣା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ

ଧନିଷ୍ଠା- ରାଜନେତାଙ୍କ ସାମାଜିକ ସ୍ଥର ବଢିବ । ଅନ୍ୟମାନଙ୍କ ଆଗରେ ଆପଣଙ୍କର ଛବି ଭଲ ରହିବ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :