• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Sept 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର ତିଥି – ଅମାବାସ୍ୟା ରାତ୍ରି ୦୩/୨୪ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଦିବା ୧୧/୨୧ ଗତେ କନ୍ୟା ଘାତ ଚନ୍ଦ୍ର- କର୍କଟ ଓ ମକର, ଦିବା ୧୧/୨୧ ଗତେ ବୃଷ ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ

Taurus

ବୃଷ

Sunday 25 Sep 2022

କୃତିକା - ମନ୍ଥରତା ଭିତରେ ମଧ୍ୟ ସୁଫଳତା ପାଇବେ

ରୋହିଣୀ – ବନ୍ଧୁଙ୍କ ପରାମର୍ଶରେ କିଛି ନୂତନ କାମ ଆରମ୍ଭ କରିବେ

ମୃଗଶିରା – କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ

ପ୍ରତିକାର – ମଙ୍ଗଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :