• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Sept 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର ତିଥି – ଅମାବାସ୍ୟା ରାତ୍ରି ୦୩/୨୪ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଦିବା ୧୧/୨୧ ଗତେ କନ୍ୟା ଘାତ ଚନ୍ଦ୍ର- କର୍କଟ ଓ ମକର, ଦିବା ୧୧/୨୧ ଗତେ ବୃଷ ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ

Pisces

ମୀନ

Sunday 25 Sep 2022

ପୂ , ଭାଦ୍ରପଦ - ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ

ଉ , ଭଦ୍ରପଦ - ଯେତେ ବାଧାବିଘ୍ନ ଆସିଲେ ମଧ୍ୟ ଶେଷରେ ସଫଳତା ଲାଭ କରିବେ

ରେବତୀ –ପରିବାର, ବ୍ୟବସାୟ, ସଭା ସମିତି ଓ ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ୍ ଏହି ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :