• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th Sept 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ସଫଳତା ପାଇବେ

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର ତିଥି – ଅମାବାସ୍ୟା ରାତ୍ରି ୦୩/୨୪ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଦିବା ୧୧/୨୧ ଗତେ କନ୍ୟା ଘାତ ଚନ୍ଦ୍ର- କର୍କଟ ଓ ମକର, ଦିବା ୧୧/୨୧ ଗତେ ବୃଷ ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ

Gemini

ମିଥୁନ

Sunday 25 Sep 2022

ମୃଗଶିରା - ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ

ଆଦ୍ରା - ଜଣେ ଅପରଚିତ ବ୍ୟକ୍ତିଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି

ପୁନର୍ବସୁ - ମହିଳା ମାନେ ଯୋଗ୍ୟ ପ୍ରତିପାଦିତ ହେବେ

ପ୍ରତିକାର – ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :