Daily Horoscope 25th Sept 2022: ଏହି ରାଶିର ବ୍ୟକ୍ତି ଆଜି ଚାକିରିରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1664078985-754753.jpg)
ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ରବିବାର ତିଥି – ଅମାବାସ୍ୟା ରାତ୍ରି ୦୩/୨୪ ଗତେ ପ୍ରତିପଦ ଚନ୍ଦ୍ର – ସିଂହ ଦିବା ୧୧/୨୧ ଗତେ କନ୍ୟା ଘାତ ଚନ୍ଦ୍ର- କର୍କଟ ଓ ମକର, ଦିବା ୧୧/୨୧ ଗତେ ବୃଷ ଘାତ ବାର – ମେଷ ରାଶିର ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
