• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Taurus

ବୃଷ

Monday 25 Sep 2023

କୃତିକା - କଳ୍ପନା ବାହାରେ ଥିବା କୌଣସି କାର୍ଯ୍ୟ ହାସଲ ହେତୁ ଖୁସି ରହିବେ । କରିଥିବା କର୍ମ ପାଇଁ ପୁରସ୍କୃତ ହୋଇପାରନ୍ତି । ସତ୍‌ସଙ୍ଗ ସାଙ୍ଗକୁ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ । ଖାଦ୍ୟ ପ୍ରତି ସଜାଗ ରୁହନ୍ତୁ ।

ରୋହିଣୀ - ବିଭିନ୍ନ ସମସ୍ୟାରେ ଛନ୍ଦି ହୋଇ ମାନସିକ ସନ୍ତୁଳନ ହରାଇବେ । ରାଜନୀତି ତଥା ପ୍ରଶାସନିକ ସ୍ତରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ । କୌଣସି ଜନକଲ୍ୟାଣ ସଂସ୍ଥାରେ ଉଚ୍ଚପଦପଦବୀ ମିଳିପାରେ ।

ମୃଗଶିରା - ଯାନବାହାନ ଚାଳନାରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡିବ । କର୍ମକ୍ଷେତ୍ରରେ ସମସ୍ତ ପ୍ରକାରର ସୁବିଧା ଥିଲେ ମଧ୍ୟ କେତେକ କାମ ଅଧୁରା ରହିଯିବ ।

ପ୍ରତିକାର – ମହାଲକ୍ଷ୍ମୀଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :