• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Gemini

ମିଥୁନ

Monday 25 Sep 2023

ମୃଗଶିରା - ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟରେ ଯୋଗଦେବେ । କର୍ମକ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ବାକି ପଡିଥିବା ଅର୍ଥ ପାଇବେ ।

ଆଦ୍ରା- କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲେକ୍ଷ୍ମୀ କୃପା ପ୍ରାପ୍ତି ହେବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି ।

ପୁନର୍ବସୁ - ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି । କ୍ୟାରିୟରରେ ସଠିକ୍ ଦିଗରେ ଯିବା ପାଈଁ ଚେଷ୍ଟା କରିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :