• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Cancer

କର୍କଟ

Monday 25 Sep 2023

ପୁନର୍ବସୁ - ଘରେ କୌଣସି ଶୁଭ କାର୍ଯ୍ୟ ବା ମାଙ୍ଗଳିକ କାର୍ଯ୍ୟ କରିପାରନ୍ତି । କରିଥିବା ଉଚ୍ଚ ଆଶା ପୂରଣ ନ ହୋଇ ପାରେ । ଧର୍ମ ମାର୍ଗରେ ଯିବା ପାଇଁ ମନ ବଳାଇ ପାରନ୍ତି ।

ପୁଷ୍ୟା - କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର‌୍ୟ୍ୟାଦା ବୃଦ୍ଧି ପାଇବାରେ ପ୍ରତିବନ୍ଧକ ରହିବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରିବେ । ଅନ୍ୟମାନଙ୍କୁ ସାମୟିକ ସହଯୋଗ ଦେଇ ପରୋକ୍ଷରେ ପ୍ରଶଂସିତ ହେବେ ।

ଅଶ୍ଳେଷା - ନୂତନ ଯାନବାହନ, ଜମିଜମା, କ୍ରୟ, ବିକ୍ରୟ ନେଇ ଆଲୋଚନାରେ ଅଗ୍ରଗତି ଘଟିବ । ନିଜର ଦକ୍ଷତା ଓ ଦୃଢ଼ତା ବଳରେ ଅସାଧ୍ୟ ସାଧନ କରିବେ । କ୍ରୀଡା କ୍ଷେତ୍ରରେ ଆଶାତିତ ସଫଳତା ପାଇପାରନ୍ତି ।

ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :