• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Libra

ତୁଳା

Monday 25 Sep 2023

ଚିତ୍ରା - ପାରିବାରିକ କ୍ଷେତ୍ରରେ ଛୋଟ ଛୋଟ କଥାକୁ ଧରି ବସିଲେ ଅଶାନ୍ତିର ମାତ୍ରା ବଢିଯାଇପାରେ । କର୍ମକ୍ଷେତ୍ରରେ ଦୃଢ ପଦକ୍ଷେପ ଗ୍ରହଣ କରି କାମ ହାସଲ କରିବେ । ବନ୍ଧୁଙ୍କ ଜରିଆରେ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସୀ ହୋଇଯିବ ।

ସ୍ୱାତୀ – ସ୍ୱାସ୍ଥ୍ୟ ସମସ୍ୟା ପ୍ରାୟତଃ ସୁଧୁରିଯିବ । ପଡୋଶୀଙ୍କ ସହାୟତାରେ କୌଶଳର ସହ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଅଟକି ରହିଥିବା କାମଗୁଡିକ ସହକର୍ମୀଙ୍କ ବଦାନ୍ୟତାରୁ ହୋଇଯିବ ।

ବିଶାଖା - ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ । ପ୍ରତ୍ୟେକ କ୍ଷେତ୍ରରେ ଉତ୍ସାହ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ । ଶୁଣା ଖବରକୁ ବିଶ୍ୱାସ କରି ହଠାତ୍ ଯାତ୍ରା କରିବାକୁ ପଡ଼ିପାରେ ।

ପ୍ରତିକାର – ଶ୍ରୀ କମଳାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :