• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Scorpio

ବିଛା

Monday 25 Sep 2023

ବିଶାଖା - ପରିବାରର ଖର୍ଚ୍ଚ ପରିମାଣ ଦ୍ୱିଗୁଣା ହୋଇପାରେ । ଘରର ବିଭିନ୍ନ ସମସ୍ୟା ସମ୍ପର୍କରେ ସ୍ତ୍ରୀଙ୍କ ସହ ଆଲୋଚନା କରିବେ । ପୁରାତନ ରୋଗରୁ ଉପସମ ପାଇବେ ।

ଅନୁରାଧା - ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ସତର୍କ ନ ରହିଲେ ପରିସ୍ଥିତି ବଦଳି ଯାଇପାରେ । ବେଖାତିର ମନୋଭାବ ହେତୁ ଉପର ଅଧିକାରୀ ରାଗି ପାରନ୍ତି । ରାଜନୀତିରେ ଶତୃମାନେ ବେଖାତିର କରିବେ ।

ଜ୍ୟୋଷ୍ଠା - ପରିବହନରେ ସମସ୍ୟା ଦେଖାଦେବା କାରଣରୁ ବ୍ୟସ୍ତ ହୋଇପାରନ୍ତି । ନୂତନ ଜାଗା ଜମି କ୍ରୟ କରିପାରନ୍ତି । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :