• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Monday 25 Sep 2023

ମୂଳା - ଧନର ଆଗମନ ହୋଇପାରେ । କୌଣସି ନୂତନ ବ୍ୟବସାୟ କରିବାକୁ ଚାହୁଁଥିଲେ ସେଥିରେ ବିଜୟ ହେବେ । ନୂତନ କର୍ମ ଅରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।

ପୂ, ଷାଢା - ରାଜନୀତି କ୍ଷେତ୍ରରେ ଜନସମ୍ପର୍କ ସୁଦୃଢ ହୋଇ ଯାହା ଚିନ୍ତା କରିଛନ୍ତି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ଚତୁରତା ହେତୁ ବିଗିଡିଥିବା କର୍ମକୁ ସଜାଡ଼ି ପାରିବେ । ବିଦ୍ୟାରେ ଉନ୍ନତି କରିବେ ।

ଉ, ଷାଢା - ଆଶଙ୍କା ଦୂର ହୋଇଯିବ ଓ ସାମାଜିକ ସମ୍ମାନ ଲାଭ କରିବେ । ସଙ୍ଗଠନ କିମ୍ବା ନିର୍ମାଣ ଓ ପରିବହନ କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଆନୁଷ୍ଠାନିକ କାର୍ଯ୍ୟରେ ଯୋଗ ଦେଇ ଖୁସି ଅନୁଭବ କରିବେ ।

ପ୍ରତିକାର – ତାରାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :