• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2023: ଧନ ପ୍ରାପ୍ତି ସହ ଶୁଭ ଖବର ମିଳିପାରେ..

ସୈାର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୫ ତାରିଖ ସୋମବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି- ୧୦ମୀ ପ୍ରାତଃ ୦୭.୫୬ ଗତେ ୧୧ଶୀ ନିଶାନ୍ତ ୦୫.୦୧ ଗତେ ୧୨ଶୀ, ଘାତ ଚନ୍ଦ୍ର - ସିଂହ ରାଶିର ଅହୋରାତ୍ର, ଘାତ ବାର – ମିଥୁନ ରାଶିର, ପୁଷ୍କର ଦୋଷ – ୧ ପାଦ କୃଷିହାନି- ତିଳକାଞ୍ଚନ ଦାନ ଦିବା ୧୧.୫୩ ପର୍ଯ୍ୟନ୍ତ, ନିଶାନ୍ତ ୦୫.୦୧ ଗତେ  ୧ ପାଦ ପଶୁସମ୍ପଦ ନାଶ- ଅନ୍ନଦାନ

Capricorn

ମକର

Monday 25 Sep 2023

ଉ, ଷାଢା - ପରିବାର ସହିତ ମିଶି ଅନେକ ସମୟ ଆନନ୍ଦରେ କଟାଇପାରନ୍ତି । ବ୍ୟବସାୟୀ ମାନେ କିଛି ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି । ଗଣ୍ଠି ଜନିତ ସମସ୍ୟା ଗୁରୁତ୍ୱର ହୋଇପାରେ ।

ଶ୍ରବଣା - କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଦେଖାଦେଇପାରେ । ଛାତ୍ରଛାତ୍ରୀ ମାନେ ପାଠ ପଢା ପ୍ରତି ଅଧିକ ଧ୍ୟାନ ଦେବେ । ନିଜ ପାଇଁ ମୂଲ୍ୟବାନ୍ ବାଦ୍ୟଯନ୍ତ୍ର କିଣିପାରନ୍ତି ।

ଧନିଷ୍ଠା - ଆଧ୍ୟାତ୍ମିକ ଦିଗ ରେ ଅଧିକ ସମୟ ମନୋନିବେଷ କରିବେ । ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇପାରନ୍ତି । କିଛି ମୂଲ୍ୟବାନ ଅଳଙ୍କାର କ୍ରୟ କରିପାରନ୍ତି ।

ପ୍ରତିକାର – ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :