• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2024: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିଥି- ୮ମୀ ଦିବା ୧୨.୧୧ ଗତେ ୯ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ରାତ୍ରି ୧୦.୨୪ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Aries

ମେଷ

Wednesday 25 Sep 2024

ଅଶ୍ୱନୀ- ବନ୍ଧୁ, ପରିଜନକୁ ନିଜର ମନ କଥା ପ୍ରକାଶ କରିବେ । କୈାଣସି କାମରେ ଯଥେଷ୍ଟ ଲାଭ ହେବ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ ।

ଦ୍ୱିଜା ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି

କୃତିକା- ମହିଳା ମାନେ ବାହାରକୁ ବୁଲିବ। ପାଇଁ ଯିବେ । ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟିବ ଏବଂ କାର‌୍ୟ୍ୟ କ୍ଷେତ୍ରରେ ପରିବର୍ତନ ହେବ

ପ୍ରତିକାର - ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :