• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2024: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିଥି- ୮ମୀ ଦିବା ୧୨.୧୧ ଗତେ ୯ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ରାତ୍ରି ୧୦.୨୪ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Taurus

ବୃଷ

Wednesday 25 Sep 2024

କୃତିକା- ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବେ । ନିଜ ପରିବାରକୁ ଅଧିକ ସମୟ ଦେବା ସହିତ ହସ ଖୁସିରେ ସମୟ କାଟିବେ । ପ୍ରେମ ସମ୍ପର୍କକୁ ଦୃଢ କରିବେ ।

ରୋହିଣୀ - ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ବିଦ୍ୟାର୍ଥୀ କୈାଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ ମୃଗଶିରା- ମହିଳା ମାନେ ସୁଖଭାଗିନୀ ହେବେ । କର୍ତୁପକ୍ଷ ଆପଣଙ୍କୁ କୈାଣସି ବଡ ଦାୟିତ୍ୱ ଦେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ । ଦୀର୍ଘଦିନର ଆଶା ପୂରଣ ହୋଇପାରେ

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :