• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2024: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିଥି- ୮ମୀ ଦିବା ୧୨.୧୧ ଗତେ ୯ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ରାତ୍ରି ୧୦.୨୪ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Cancer

କର୍କଟ

Wednesday 25 Sep 2024

ପୁନର୍ବସୁ- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାରର‌୍ୟ୍ୟ ସୁଚାରୁରୂପେ ତୁଲାଇବେ

ପୁଷ୍ୟା- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ଅଶ୍ଳେଷା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :