• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2024: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିଥି- ୮ମୀ ଦିବା ୧୨.୧୧ ଗତେ ୯ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ରାତ୍ରି ୧୦.୨୪ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Scorpio

ବିଛା

Wednesday 25 Sep 2024

ବିଶାଖା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ ।

ଅନୁରାଧା- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ ।

ଜ୍ୟୋଷ୍ଠା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :