• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 25th September 2024: ଆଜି ଏହି ରାଶିର ବ୍ୟକ୍ତି ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ବୁଧବାର । ଚନ୍ଦ୍ର- ମିଥୁନ ଅହୋରାତ୍ର ,ତିଥି- ୮ମୀ ଦିବା ୧୨.୧୧ ଗତେ ୯ମୀ,ଘାତଚନ୍ଦ୍ର- କନ୍ୟା ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ରାତ୍ରି ୧୦.୨୪ ଗତେ ୧ ପାଦ-କୁଟୁମ୍ବହାନି ତିଳକାଞ୍ଚନ ଦାନ

Capricorn

ମକର

Wednesday 25 Sep 2024

ଉ, ଷାଢା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ପାରିବାରିକ ଜୀବନରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ ।

ଶ୍ରବଣା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ଧନିଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :