• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26 September 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ବହୁତ ଧନ ପ୍ରାପ୍ତ ହୋଇପାରେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୮.୨୭ ଗତେ କୁମ୍ଭ । ତିଥି- ୧୨ଶୀ ରାତ୍ରି ୦୧.୪୫ ଗତେ ୧୩ ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୨୭ ଗତେ ମିଥୁନ ଓ ମୀନ । ଘାତ ବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁ ହାନୀ-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୫ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Taurus

ବୃଷ

Tuesday 26 Sep 2023

କୃତିକା- ଜୀବନ ସାଥିଙ୍କ ସହ ବୁଝାମଣାରେ ଅଧିକ ସମୟ କଟାଇ ପାରନ୍ତି । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ । ସନ୍ତାନମାନଙ୍କ ଖୁସିରେ ଆନନ୍ଦିତ ହେବେ ।

ରୋହିଣୀ- ଅଟକି ରହିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ।

ମୃଗଶିରା- ପୂର୍ବରୁ ଚାଲୁଥିବା ଆଇନ୍ ଗତ ଲଢେଇରେ ବିଜୟୀ ହେବେ । ଗୁରୁଙ୍କ ପରାମର୍ଶରେ ଧର୍ମ ମାର୍ଗରେ ଯିବାପାଇଁ ମନ ବଳାଇ ପାରନ୍ତି । ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ ।

ପ୍ରତିକାର- ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :