• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26 September 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ବହୁତ ଧନ ପ୍ରାପ୍ତ ହୋଇପାରେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୮.୨୭ ଗତେ କୁମ୍ଭ । ତିଥି- ୧୨ଶୀ ରାତ୍ରି ୦୧.୪୫ ଗତେ ୧୩ ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୨୭ ଗତେ ମିଥୁନ ଓ ମୀନ । ଘାତ ବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁ ହାନୀ-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୫ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Aquarius

କୁମ୍ଭ

Tuesday 26 Sep 2023

ଧନିଷ୍ଠା- ପାରିବାରିକ କ୍ଷତ୍ରେରେ ଧୈର୍ଯ୍ୟ ଓ ସହନଶୀଖତା କାଏମ ରହିବ । ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ନୂତନ କାର୍ଯ୍ୟାରମ୍ଭ କଲେ ଭୁଲରେ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି ।

ଶତଭିଷା- ଛାତ୍ରଛାତ୍ରୀ ମାନଙ୍କର ବିଦ୍ୟାରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ଅଶାନ୍ତି ଉପୁଜିବ ।

ପୂ, ଭାଦ୍ରପଦ- ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଯାତ୍ରା ସମୟରେ ପକେଟମାର କିମ୍ବା ଚୋରିଜନିତ ଧନ ହାନୀର ସୂଚନା ମଧ୍ୟ ରହିଛି ।

ପ୍ରତିକାର- ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :