• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26 September 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ବହୁତ ଧନ ପ୍ରାପ୍ତ ହୋଇପାରେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୮.୨୭ ଗତେ କୁମ୍ଭ । ତିଥି- ୧୨ଶୀ ରାତ୍ରି ୦୧.୪୫ ଗତେ ୧୩ ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୨୭ ଗତେ ମିଥୁନ ଓ ମୀନ । ଘାତ ବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁ ହାନୀ-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୫ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Cancer

କର୍କଟ

Tuesday 26 Sep 2023

ପୁନର୍ବସୁ- ସ୍ୱାସ୍ଥ୍ୟ ଭଲ ରହିବା ସହ ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପେଯାଗ କରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ । ପାରିବାରିକ ମାମଲା ବହୁତ ସହଜ ଓ ସରଳ ହେବ ।

ପୁଷ୍ୟା- ସରକାରୀ କ୍ଷେତ୍ରରେ ସଫଳ ହେବେ । କ୍ରୀଡା , ପ୍ରତିନ୍ଦ୍ୱନ୍ଦିତା , ପ୍ରତିଯୋଗୀତା, ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ନିଜ ଗୋଡରେ ନୁଜେ ଠିଆ ହେବାକୁ ସାହାସ ବାନ୍ଧିବେ ।

ଅଶ୍ଳେଷା- ନୂତନ ବାହାନ ଆଦି ପ୍ରାପ୍ତ ହେବାର ଯୋଗ ଅଛି । ଯୋତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ । କେତେକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହେବେ

ପ୍ରତିକାର- ଶ୍ରୀ ଗଣେଷଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :