• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26 September 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ବହୁତ ଧନ ପ୍ରାପ୍ତ ହୋଇପାରେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୮.୨୭ ଗତେ କୁମ୍ଭ । ତିଥି- ୧୨ଶୀ ରାତ୍ରି ୦୧.୪୫ ଗତେ ୧୩ ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୨୭ ଗତେ ମିଥୁନ ଓ ମୀନ । ଘାତ ବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁ ହାନୀ-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୫ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Virgo

କନ୍ୟା

Tuesday 26 Sep 2023

ଉ- ଫାଲ୍‌ଗୁନୀ- ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ପ୍ରିୟଜନଙ୍କ ସହିତ ମିଳନ ହେବ ।

ହସ୍ତା- ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ରାଜନୀତିରେ ବିରୋଧୀମାନେ ଦୂରେଇ ଯିବେ । ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବା ଦ୍ୱାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ ।

ଚିତ୍ରା- ନୂତନ ଯାନବାହନ କିମ୍ବା ନିଜ ପାଇଁ ନୂତନ ଗୃହ ନିର୍ମାଣ କରିପାରନ୍ତି । ସ୍ୱାଭାବିକ ଭାବେ କଥାକୁ ବିଚାର କରି କାମ କଲେ ଭଲ ହୁଅନ୍ତା । ପିଲାମାନେ ପାଠପଢା ପ୍ରତି ବିମୁଖ ହେବେ ।

ପ୍ରତିକାର- ସର୍ବକର୍ଯ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :