• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26 September 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ବହୁତ ଧନ ପ୍ରାପ୍ତ ହୋଇପାରେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୮.୨୭ ଗତେ କୁମ୍ଭ । ତିଥି- ୧୨ଶୀ ରାତ୍ରି ୦୧.୪୫ ଗତେ ୧୩ ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୨୭ ଗତେ ମିଥୁନ ଓ ମୀନ । ଘାତ ବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁ ହାନୀ-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୫ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Scorpio

ବିଛା

Tuesday 26 Sep 2023

ବିଶାଖା- ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ ।

ଅନୁରାଧା- ବ୍ୟବସାୟ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ରାଜନୀତିରେ କୌଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ ।

ଜ୍ୟୋଷ୍ଠା- ବାଦବିବାଦ, ମାଲିମୋକଦ୍ଦମାରେ ବିଜୟୀ ହେବେ । ବନ୍ଧୁ ମିତ୍ରଙ୍କ ସହିତ ସମୟ ବିତାଇବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।

ପ୍ରତିକାର- ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :