• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26 September 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ବହୁତ ଧନ ପ୍ରାପ୍ତ ହୋଇପାରେ

ସୌର କନ୍ୟା ମାସ ଭାଦ୍ରବ ଶୁକ୍ଳପକ୍ଷ । ଇଂରାଜୀରେ ୨୬ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୮.୨୭ ଗତେ କୁମ୍ଭ । ତିଥି- ୧୨ଶୀ ରାତ୍ରି ୦୧.୪୫ ଗତେ ୧୩ ଶୀ । ଘାତ ଚନ୍ଦ୍ର- ସିଂହ ରାଶିର ରାତ୍ରି ୦୮.୨୭ ଗତେ ମିଥୁନ ଓ ମୀନ । ଘାତ ବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ କୃଷି ଓ ପଶୁ ହାନୀ-ଭୂମି ଓ ଅନ୍ନଦାନ ରାତ୍ରି ୦୧.୪୫ ଗତେ ୧ ପାଦ କୃଷିହାନୀ-ଭୂମିଦାନ ।

Sagittarius

ଧନୁ

Tuesday 26 Sep 2023

ମୂଳା- ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ । ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ତୁଟିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ପୂ, ଷାଢା- ରୋଜଗାର ସମସ୍ୟା ସୁଧୁରିଯିବ । ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତିହେବ । କର୍ମ କ୍ଷେତ୍ରରେ ବହୁତ ସୁବିଧା ସୁଯୋଗ ପାଇବେ ।

ଉ, ଷାଢା- ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ପ୍ରତ୍ୟେକ ଘଟଣାକୁ ସନ୍ଦେହ ଦୃଷ୍ଟିରେ ଦେଖି କାହାକୁ ମଧ୍ୟ ସହଜରେ ବିଶ୍ୱାସ କରିପାରିବେ ନାହିଁ ।

ପ୍ରତିକାର- ଶ୍ରୀ ରାମ ରକ୍ଷକ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :