• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Taurus

ବୃଷ

Wednesday 26 Apr 2023

କୃତିକା- ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି । ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ

ରୋହିଣୀ- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ । ରାଜନେତାଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ

ମୃଗଶିରା- ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ । ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।

ପ୍ରତିକାର – ମାଆ କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :