• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Aquarius

କୁମ୍ଭ

Wednesday 26 Apr 2023

ଧନିଷ୍ଠା- ନିଜ କାମ ଉପରେ ଧ୍ୟାନ ଦେଲେ କଠିନ ପରିଶ୍ରମର ଫଳାଫଳ ପାଇବେ । ଆୟର ନୂତନ ଉତ୍ସଗୁଡିକ ବିକାଶ କରିପାରିବେ । ମାନସିକ ସ୍ଥିରତା ଦେଖାଦେବ ଓ ପରିଶ୍ରମ କାର୍ଯ୍ୟ କରି ପ୍ରଂଶସିତ ହେବେ ।

ଶତଭିଷା- କର୍ମକ୍ଷେତ୍ରରେ ଆପଣ କିଛି ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବୃଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ବ୍ୟବସାୟରେ ବିଶେଷ ଲାଭାନ୍ୱିତ ହୋଇପାରନ୍ତି ।

ପୂ, ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଭୈାତିକ ଓ ଆଧାତ୍ମିକ ମାମଲାରେ ବ୍ୟସ୍ତ ରହି ପାରନ୍ତି । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମରେ ଅବହେଳା କରିବେ ନାହିଁ ।

ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :