• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Gemini

ମିଥୁନ

Wednesday 26 Apr 2023

ମୃଗଶିରା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ । ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ । ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ

ଆଦ୍ରା- ବ୍ୟବସାୟରେ ବାକି ପଡିଥିବା ପଇସା ପାଇବେ । ଛାତ୍ରଙ୍କୁ କୈାଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ମହିଳା ମାନେ ସବୁ କାର୍ଯ୍ୟକୁ ସମ୍ଭାଳି ନେବେ ।

ପୁନର୍ବସୁ- ଖେଳାଳିଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ଭୂ- ସମ୍ପତିରେ ଅଧିକ ପଇସା ନିବେଶ କରନ୍ତୁ । ରାଜନୀତିକ ନେତାଙ୍କ ଲାଗି ଦିନଟି ଭଲ ରହିବ

ପ୍ରତିକାର – ଦର୍ତାତ୍ରେୟଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :