• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Cancer

କର୍କଟ

Wednesday 26 Apr 2023

ପୁନର୍ବସୁ - ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାଯ୍ୟ ଦ୍ୱାରା କଠିନ କାର୍ଯ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର୍ଯ୍ୟରେ ସଫଳତା ପାଇବେ ।

ପୁଷ୍ୟା – କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ

ଅଶ୍ଳେଷା - ସପରିବାର ଧର୍ମସ୍ଥାନକୁ ଯିବା ପାଇଁ ଯୋଜନା କରି ପାରନ୍ତି । କୋର୍ଟ କଚେରୀରେ ଶୁଭ ଫଳ ମିଳିବ । ସନ୍ତାନ ଆପଣଙ୍କୁ କୈାଣସି ଭଲ ଖବର ଶୁଣାଇବେ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :