• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Virgo

କନ୍ୟା

Wednesday 26 Apr 2023

ଉ- ଫାଲ୍‌ଗୁନୀ- ଆତ୍ମିୟଙ୍କ ସହଯୋଗରେ ସନ୍ତାନଙ୍କ ବିବାହ କାର‌୍ୟ୍ୟ ସଂପୂର୍ଣ୍ଣ ହେବ । ଚାକିରିରେ ପ୍ରାଧ୍ୟନ ମିଳିବ ଓ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟରେ ସୁଧାର ଆସିବ ।

ହସ୍ତା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ରାଜନୈତିକ ପୃଷ୍ଟ ପୋଷକତା ଲାଭ କରିବେ । ବିଦ୍ୟାର୍ଥି ପଢାରେ ତୃଟି କରିପାରନ୍ତି

ଚିତ୍ରା- ନୂଆ ପୋଷାକ ଭୂଷଣ କରିବେ । ଜମିବାଡି ପୂର୍ବ ସମସ୍ୟା ପୁଣି ଦେଖା ଦେଇପାରେ । ଭଲ କର୍ମ ପାଇଁ ସମ୍ମାନିତ ହେବେ ସହିତ ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର - ତ୍ରୀପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :