• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Libra

ତୁଳା

Wednesday 26 Apr 2023

ଚିତ୍ରା- ବ୍ୟବସାୟୀ ନିଜର ଜରୁରୀ କାଗଜ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧା ବିଘ୍ନ ଦେଇ ଗତିକରିବେ । ସାମୟିକ ଭାବରେ ଶଯ୍ୟାସାୟି ହୋଇ ପାରନ୍ତି । ସାଂସାରିକ କ୍ଷେତ୍ରରେ ଭୁଲ ବୁଝାବଣା ଦେଖାଦେବ

ସ୍ୱାତୀ- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।

ବିଶାଖା- ମାଲିମକଦ୍ଧମାରେ ଜୟଯୁକ୍ତ ହେବେ । ମହିଳା ମାନେ ସନ୍ତାନ ମାନଙ୍କ କୃତିତ୍ୱ ପାଇଁ ଗର୍ବ ଅନୁଭବ କରିବେ । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :