• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2023: ଏହି ରାଶିର ବ୍ୟକ୍ତି ଆଜି ଅଚାନକ ଭଲ ଖବର ଶୁଣି ଆନନ୍ଦିତ ହେବେ

ସୈାର ମେଷ ମାସ ବୈଶାଖ ଶୁକ୍ଲପକ୍ଷ । ଇଂରାଜୀରେ ୨୬ ତାରିଖ ବୁଧବାର । ଚନ୍ଦ୍ର – ମିଥୁନ ରାତ୍ରି ୧୨.୧୮ ଗତେ କର୍କଟ,ତିଥି –୬ଷ୍ଠୀ ଦିବା ୧୧.୨୮ ଗତେ ୭ମୀ,ଘାତ ଚନ୍ଦ୍ର – କନ୍ୟା ରାତ୍ରି ୧୨.୧୮ ପର୍ଯ୍ୟନ୍ତ,ଘାତ ବାର – କର୍କଟ,ପୁଷ୍କର ଦୋଷ – ୧ପାଦ - କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୧.୨୮ ଗତେ ୨ ପାଦ ।

Capricorn

ମକର

Wednesday 26 Apr 2023

ଉ, ଷାଢା- ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଭଲ ରହିବ । କାର୍ଯ୍ୟକ୍ଷେତ୍ରରେ ଆମଦାନି ବୃଦ୍ଧିର ସୁଯୋଗ ପାଇବେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ ।

ଶ୍ରବଣା- କର୍ମ ସ୍ଥାନରେ ବହୁ ବାଧାବିଘ୍ନ ଓ ବିବାଦ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ । ପିଲାମାନେ ସୁଗୁଣରେ ଅନୁପ୍ରାଣିତ ହେବେ

ଧନିଷ୍ଠା- ସାମାଜିକ ଅନୁଷ୍ଠାନ ଦ୍ୱାରା ସମ୍ନାନିତ ହୋଇପାରନ୍ତି । ମହିଳା ମାନେ ପରିବାରରେ ଗୁରୁ ଦାୟିତ୍ୱ ତୁଲାଇବେ । ମାଲି ମକଦ୍ଦମାରେ ଜୟଯୁକ୍ତ ହୋଇ ପାରନ୍ତି ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :