• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬

Taurus

ବୃଷ

Friday 26 Apr 2024

କୃତିକା-କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି କାମ ହାସଲ କରିପାରନ୍ତି । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଆପନଙ୍କ ଭୁଲ୍ ନିଷ୍ପତ୍ତି ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ ।

ରୋହିଣୀ-ସରକାରୀ ପକ୍ଷରୁ ଆର୍ଥୀକ ସାହାର୍ଯ୍ୟ ଓ ସହଯୋଗ ମିଳିବ । ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି ।

ମୃଗଶିରା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନଙ୍କ ମନରେ ନୂଆ ନୂଆ ବିଚାର ଆସିବ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :