• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬

Aquarius

କୁମ୍ଭ

Friday 26 Apr 2024

ଧନିଷ୍ଠା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ ।

ଶତଭିଷା- ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।

ପୂ,ଭାଦ୍ରପଦ- କୋର୍ଟରେ ମାମଲା ପାଇଁ ଶତୃ ବୃଦ୍ଧି ହୋଇପାରନ୍ତି ।ନୂଆ ଉପାୟ ପ୍ରୟୋଗ କରିବେ ସାଂସୃତିକ କାର‌୍ୟ୍ୟରେ ଅଗ୍ରଣି ହୋଇ ସାମାଜିକ ସ୍ଥିତିକୁ ସୁଦୃଢ କରିବେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :