• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬

Gemini

ମିଥୁନ

Friday 26 Apr 2024

ମୃଗଶିରା- ପାରିବାରିକ ଜୀବନ ଶାନ୍ତିରେ କଟିବ । ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ମାନସିକ ଦୁଃଚିନ୍ତା ଲାଗି ରହିବ ।

ଆଦ୍ରା- ବିଦ୍ୟାର୍ଥୀ ମାନେ ସ୍ୱାଭିମାନୀ ହେବେ । ଆପଣଙ୍କର ଆତ୍ମ ବିଶ୍ୱାସ ଦେଖି କର୍ତୁପକ୍ଷ ଖୁସି ହେବେ । ରାଜନିତିରେ ଆଦର ସମ୍ମାନ ପାଇବେ । ବଡ କମ୍ପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।

ପୁନର୍ବସୁ- କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଚଞ୍ଚଳ ମନ ଯୋଗୁ କୌଣସି କର୍ମ ଠିକ୍ ଭାବରେ କରିପାରିବେ ନାହିଁ ।

ପ୍ରତିକାର – ମା ତ୍ରିପୁରା ସୁନ୍ଦରୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :