• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬

Cancer

କର୍କଟ

Friday 26 Apr 2024

ପୁନର୍ବସୁ- କାରବାରରେ ଆପଣଙ୍କର ବହୁତ ଲାଭ ହେବ । ଜୀବନ ସାଥୀ

ଆପଣଙ୍କର ପ୍ରଶଂସା କରିବେ । ବନ୍ଧୁଙ୍କ ଠାରୁ ଆର୍ଥିକ ସହାୟତା ମିଳିପାରେ । ନିଜ କାମରେ ଯାତ୍ରା ଆପଣଙ୍କ ଲାଗି ଅସୁବିଧା ଜନକ ହେବ ।

ପୁଷ୍ୟା- ଯାନବାହନ ,ବ୍ୟବସାୟରେ ସଫଳତା ଲାଭ କରିବେ । ରାଜନୀତିରେ ପ୍ରତିଷ୍ଠା ଅର୍ଜନ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଦିନଟି ଅନୁକୁଳ ରହିବ । ଜମିବାଡି ସଂପର୍କୀୟ ବିବାଦରୁ ମୁକ୍ତି ପାଇବେ

ଅଶ୍ଲେଷା- ଅସୁବିଧାରେ ପଡି ଅର୍ଥ ନେଇଥିବା ଲୋକଟି ଟଙ୍କା ଦେବାରେ ଡେରି କରିବ । ସାମାଜିକ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା କାରଣରୁ ଅଶାନ୍ତ ରହିବେ । ଧାର୍ମିକ ବାତାବରଣ ମଧ୍ୟରେ ଆନନ୍ଦ ଅନୁଭବ କରିବେ ।

ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :