• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬

Libra

ତୁଳା

Friday 26 Apr 2024

ଚିତ୍ରା- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।

ସ୍ୱାତୀ- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

ବିଶାଖା- କୋର୍ଟର ସହୟତା ପାଇବେ । ରାଜନିତିରେ ଲୋକ ପ୍ରିୟତା ବଢାଇବା ପାଇଁ ଚେଷ୍ଟା କରିବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :