ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬
ବିଶାଖା- ମାନସିକ ଅବସ୍ଥାରେ ପରିବର୍ତନ ହୋଇପାରେ । ଜୀବନସାଥୀଙ୍କର ସ୍ୱାସ୍ଥ୍ୟକୁ ନେଇ କିଛି ସମୟ ପାଇଁ ଚିନ୍ତିତ ହୋଇପାରନ୍ତି । କରିଥିବା କର୍ମ ପାଇଁ ଆପଣଙ୍କୁ କିଛି ଅସୁବିଧା ଭୋଗ କରିବାକୁ ପଡିପାରେ ।
ଅନୁରାଧା-ଅଫିସ୍ କାର୍ଯ୍ୟ ରେ ଡେରି ହୋଇପାରେ । ଘରୋଇ ଝମେଲା କାରଣରୁ ମନଟା ଭଲ ରହିବ ନାହିଁ । ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଲକ୍ଷ୍ୟ ହାସଲରେ ଆଗେଇ ଯିବେ
ଜ୍ୟେଷ୍ଠା- ନିଜ ପରିସରରେ ଜଣେ ବନ୍ଧୁ ସାହାର୍ୟ୍ୟର ପ୍ରତିଶୃତି ଦେବେ । ଗଠନ ମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଂଶସିତ ହେବେ । ଯାନ ବାହନ, ସଭସମିତି, ପାରିବାରିକ ସମସ୍ୟା ନେଇ ଚିନ୍ତାରେ ରହିବେ ।
ପ୍ରତିକାର –ନୃସିଂହଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯