• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଭୂମି କ୍ରୟ କରିବାର ଯୋଗ ରହିଛି

ସୈାର ମେଷ ମାସ ବୈଶାଖ କୃଷ୍ଣପକ୍ଷ। ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ଚନ୍ଦ୍ର- ବିଛା ଅହୋରାତ୍ର,ତିôଥ-୨ୟା ପ୍ରାତଃ ୦୭.୪୬ ଗତେ ୩ୟା,ଘାତଚନ୍ଦ୍ର- ନାସ୍ତି ,ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ପ୍ରାତଃ ୦୭.୪୬

Sagittarius

ଧନୁ

Friday 26 Apr 2024

ମୂଳା- ଦେହପିଡାକୁ ଉପେକ୍ଷା ନ କରି କର୍ମରେ ଲାଗି ରହିବେ । ଅର୍ଥ ଆୟକରିବା ସହିତ ମାନସମ୍ମାନ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଘଟଣା ଗୁଡିକ ଅସ୍ୱାଭାବିକ ଭାବେ ଚିନ୍ତା କରିବେ । ଅପୂରଣୀୟ ଅଭିଳାଶ ନେଇ ଦୁଃଖ ଅନୁଭବ କରିବେ ।

ପୂ,ଷାଢା- ଉଚ୍ଚ ଶିକ୍ଷା ଲାଭ କରିବା ପାଇଁ ସୁଯୋଗ ଆସିପାରେ । ଅସ୍ଥାବର ସମ୍ପତ୍ତି କିଣିବା ର ସୁଯୋଗ ମିଳିପାରେ । ବିଦ୍ୟାର୍ଥୀ ମାନେ ଦକ୍ଷତା ଅନୁସାରେ ଭଲ ଫଳାଫଳ ପାଇବେ ।

ଉ,ଷାଢା- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :