• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2022: ଜାଣନ୍ତୁ ଆଜି କେମିତି କଟିବ ଆପଣଙ୍କ ଦିନ..

ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୨୬ ତାରିଖ ଶୁକ୍ରବାର । ତିଥି – ୧୪ ଶୀ ଦିବା ୧୨/୨୪ ଗତେ ଅମାବାସ୍ୟା ଚନ୍ଦ୍ର – କର୍କଟ ସନ୍ଧ୍ୟା ୦୬/୩୨ ଗତେ ସିଂହ, ଘାତ ଚନ୍ଦ୍ର- ସନ୍ଧ୍ୟା ୦୬/୩୨ ଗତେ କର୍କଟ ଓ ମକର, ଘାତ ବାର –ବିଛା, ଧନୁ ଓ ମୀନ ରାଶିର, ପୁଷ୍କର ଦୋଷ - ନାସ୍ତି

Leo

ସିଂହ

Friday 26 Aug 2022

ମଘା – ସୁଯୋଗର ସଦ୍‌ବ୍ୟବହାର କରି କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କର ପ୍ରିୟଭାଜନ ହେବେ ।

ପୂ , ଫାଲଗୁନୀ - ଛାତ୍ରଛାତ୍ରୀ ମାନେ ସ୍ୱାଭିମାନୀ ହେବେ ।

ଉ ,ଫାଲଗୁନୀ – ଭୂମି କ୍ରୟ କରିବାର ସୁଯୋଗ ଅଛି ।

ପ୍ରତିକାର – ଶ୍ରୀ ରାମଙ୍କର ମୂଳ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :