• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2023: ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନଟି ଖୁବ୍‌ ଭଲ ରହିବ, ବ୍ୟବସାୟରେ ଉନ୍ନତି ହେବ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର-ବିଛା ଦିବା ୦୮.୩୬ ଗତେ ଧନୁ । ତିଥି-୧୦ ମୀ ରାତ୍ରି ୧୨.୦୮ ଗତେ ୧୧ଶୀ । ଘାତ ଚନ୍ଦ୍ର-ଦିବା ୦୮.୩୬ ଗତେ ତୁଳା ଓ କୁମ୍ଭ । ଘାତ ବାର-ବୃଷ ,ସିଂହ ଓ କନ୍ୟା ।

Cancer

କର୍କଟ

Saturday 26 Aug 2023

ପୁନର୍ବସୁ- ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ।  ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ସମ୍ପର୍କୀୟଙ୍କୁ ସାହାଯ୍ୟ କରି ଆମତ୍ସନ୍ତୋଷ ଲାଭ କରିବେ।

ପୁଷ୍ୟା- ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା  କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ଅଫିସ୍ ସମ୍ବନ୍ଧୀୟ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସରକାରୀ ଦପ୍ତରରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି।

ଅଶ୍ଲେଷା- ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେଇପାରେ। ବୃତ୍ତିଗତ ଧନ୍ଦାରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨

ପ୍ରତିକାର- ମା ଭୁନନେଶୂରୀଙ୍କର ମହାକବଚ ଧାରଣ କରନ୍ତୁ