• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 26th August 2023: ଏହି ସବୁ ରାଶିର ବ୍ୟକ୍ତିଙ୍କ ପାଇଁ ଆଜିର ଦିନଟି ଖୁବ୍‌ ଭଲ ରହିବ, ବ୍ୟବସାୟରେ ଉନ୍ନତି ହେବ...

ସୌର ସିଂହମାସ ଶ୍ରାବଣ (ଶୁଦ୍ଧ) ଶୁକ୍ଲ ପକ୍ଷ । ଇଂରାଜୀରେ ୨୬ ତାରିଖ ଶନିବାର । ଚନ୍ଦ୍ର-ବିଛା ଦିବା ୦୮.୩୬ ଗତେ ଧନୁ । ତିଥି-୧୦ ମୀ ରାତ୍ରି ୧୨.୦୮ ଗତେ ୧୧ଶୀ । ଘାତ ଚନ୍ଦ୍ର-ଦିବା ୦୮.୩୬ ଗତେ ତୁଳା ଓ କୁମ୍ଭ । ଘାତ ବାର-ବୃଷ ,ସିଂହ ଓ କନ୍ୟା ।

Leo

ସିଂହ

Saturday 26 Aug 2023

ମଘା- ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ। ପାଖ ପଡ଼ୋଶୀଙ୍କ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ା ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ।

ପୂ-ଫାଲ୍ଗୁନୀ-ଇଲେକ୍ଟ୍ରୋନିକ ସାମଗ୍ରୀ କିଣି ପାରନ୍ତି । ପିଲାମାନଙ୍କ ଶିକ୍ଷା ଓ ସ୍ବାସ୍ଥ୍ୟ ଉଦ୍ବେଗଜନକ ରହିବ। ଆପଣ ଯେଉଁ ନିଷ୍ପତି ନେବେ ତାହା ଆପଣଙ୍କୁ ଭବିଷ୍ୟତରେ ଲାଭ ଦେବ ।

ଉ-ଫାଲ୍‌ଗୁନୀ- ଜମିଜମା କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ।  ରାସ୍ତାରେ ଗମନାଗମନ କ୍ଷେତ୍ରରେ ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍ କରିପାରନ୍ତି। ଅର୍ଥାଭାବ ଯୋଗୁ ବିଚଳିତ ହେବେ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ